କୋରାପୁଟରେ ୭୬ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ।

utkalnews7
By
0


କୋରାପୁଟ,୧୫।୮,(ଉତ୍କଳ ନ୍ୟୁଜ୍୭): କୋରାପୁଟ ଜିଲ୍ଲାରେ ଜିଲ୍ଲାସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ କୋରାପୁଟ ଠାରେ ପାଳନ ହୋଇଯାଇଛି। ଏହି ଉତ୍ସବରେ ରାଷ୍ଟ୍ରମନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶ୍ରୀଯୁକ୍ତ ପ୍ରୀତିରଞ୍ଜନ ଘଡେଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ।କୋରାପୁଟ ଜିଲ୍ଲା ପୋଲିସଙ୍କ ସହିତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ପ୍ୟାରେଡରେ ଅଂଶ ଗ୍ରହଣ କରି ଏହି ଜାତୀୟ ଉତ୍ସବକୁ ପାଳନ କରିଛନ୍ତି।

Post a Comment

0 Comments

Please Select Embedded Mode To show the Comment System.*